ରେରା ନିଦେ୍ର୍ଧଶନାମାକୁ ଚାଲେଞ୍ଜ ମାମଲାରେ ପ୍ରତିପକ୍ଷଙ୍କୁ ନୋଟିସ

Aug 14, 2018 - 21:02
 196
ରେରା ନିଦେ୍ର୍ଧଶନାମାକୁ ଚାଲେଞ୍ଜ ମାମଲାରେ ପ୍ରତିପକ୍ଷଙ୍କୁ ନୋଟିସ
କଟକ,୧୪ା୮(ସକାଳଖବର): ଓଡ଼ିଶା ରିୟଲ ଇଷ୍ଟେଟ ରେଗୁଲେଟାରି ଅଥରେଟି(ରେରା)ଙ୍କ ନିଦେ୍ର୍ଧଶନାମାକୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର ମାମଲାରେ ଜଷ୍ଟିସ ଏସ ଏନ ପ୍ରସାଦଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିବା ସହ ପରବର୍ତ୍ତୀ ଶୁଣାଣି ଆସନ୍ତା ୨୭ତାରିଖରେ ହେବ ବୋଲି ଧାର୍ଯ୍ୟ କରିଛନ୍ତି । ଏହି ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ସୁପ୍ରିମକୋର୍ଟ ବରିଷ୍ଠ ଆଇନଜୀବୀ ପିନାକୀ ମିଶ୍ର, ସରକାରଙ୍କ ପକ୍ଷରୁ ଏଜିଏ ବିଭୁ ପ୍ରସାଦ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି ।