ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାି

Jul 5, 2018 - 14:28
 175
କଟକ,୫ା୭(ସକାଳଖବର): ଗଞ୍ଜାମ ଜିଲାର ସାମ୍ବାଦିକ ତରୁଣ ଆଚାର୍ଯ୍ୟ ହତ୍ୟା ମାମଲାରେ ଅଭିଯୁକ୍ତ ପି ଶ୍ୟାମସୁନ୍ଦର ପୃଷ୍ଟିଙ୍କ ଜାମିନ ଆବେଦନ ଉପରେ ହାଇକୋର୍ଟ ଜଷ୍ଟିସ ଜେ ପି ଦାସଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ପରବର୍ତ୍ତୀ ଶୁଣାଣି ଆସନ୍ତା ୧୭ତାରିଖରେ ହେବା ପାଇଁ ଧାର୍ଯ୍ୟ କରିଛନ୍ତି ।