ଓଡ଼ିଶାରେ ୪ କୋଟି ଟପିଲା କରୋନା ଟିକାକରଣ

ଭୁବନେେଶ୍ବର : କରୋନା ଟିକାକରଣରେ ଆଉ ଏକ ମାଇଲଖୁଂଟ ପାର କଲା ଓଡ଼ିଶା । ଓଡ଼ିଶାରେ ୪କୋଟି ଟପିଲା କରୋନା ଟିକାକକରଣ । ଏନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲା ସ୍ୱାସ୍ଥ୍ୟ ବିଭାଗ । ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଲେ, ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ ଦିଆଯିବ ଟିକା ।