ଟଳିଲେ ତିନି ମାଓବାଦୀ

Oct 25, 2021 - 06:00
 70
ଟଳିଲେ ତିନି ମାଓବାଦୀ
ନୂଆଦିଲ୍ଲୀ: ଆଜି ତିନି ମାଓବାଦୀ ନିହତ ହୋଇଛନ୍ତି । ଛତିଶଗଡ ବିଜାପୁର ଓ ତେଲେଙ୍ଗାନା ମୁଳୁଗା ସୀମାରେ ଉଭୟ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । ତେବେ ଛତିଶଗଡ ଓ ତେଲେଙ୍ଗାନା ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏଥିରେ ତିନି ଜଣ ମାଓବାଦୀଙ୍କ ମୃତୁ୍ୟ ହୋଇଥିବା ଜଣା ପଡିଛି । ଏହା ସହିତ ପୋଲିସ ଅନେକ ମାଓ ସାମଗ୍ରୀ ଜବତ କରିଥିବା ଜଣାପଡିଛି ।