ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

Apr 5, 2022 - 10:05
 84
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା
ଭୁବନେଶ୍ୱର : ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ପ୍ରଧାନମନ୍ତ୍ରୀଙ୍କୁ ଭେଟି ସେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ବୋଲି ଅପରାଜିତା ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । ମୋଦିଙ୍କୁ ଅପରାଜିତାଙ୍କ ସାକ୍ଷାତ ନେଇ ରାଜ୍ୟ ବିଜେପି ଅଳିନ୍ଦରେ ଚର୍ଚ୍ଚା ଜୋରଧରିଛି ।