ପ୍ରଫୁଲ୍ଲ ଘଡ଼ାଇଙ୍କୁ ୩ ବିଧାନସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ

Apr 16, 2019 - 20:23
 189
ଭୁବନେଶ୍ୱର,୧୫/୪(ସକାଳଖବର): ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼ାଇଙ୍କୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୋର୍ଦ୍ଧା, ରଣପୁର ଓ ଚିଲିକାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ପୂର୍ବାହ୍ନରେ ଏହି ନିଯୁକ୍ତି ମିଳିଥିବା ବେଳେ ସଂଧ୍ୟାରେ ଶ୍ରୀ ଘଡ଼ାଇଙ୍କୁ ବିଜୁ ଜନତା ଦଳ ରାଜ୍ୟ ଉପ-ସଭାପତି ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ ଓ ପ୍ରକାଶ ଦାଶଙ୍କୁ ବିଜେଡି ରାଜ୍ୟ ସାଧାରଣ ସଂପାଦକ ଦାୟିତ୍ୱ ଦେଇଛନ୍ତି । ରବି ନାରାୟଣ ନନ୍ଦଙ୍କୁ ହିନେ୍ଦାଳ ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଥିବା ବେଳେ ନିରଞ୍ଜନ ପୂଜାରୀ ଓ ଅର୍କେଶ ସିଂଦେଓଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ସହ-ପର୍ଯ୍ୟବେକ୍ଷକ ଏବଂ ସୁଶାନ୍ତ ସିଂହଙ୍କୁ କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି । ସେହିପରି ଢେଙ୍କାନାଳର ସିଦେ୍ଧଶ୍ୱର ପ୍ରସାଦ ମିଶ୍ରଙ୍କୁ ଭୁବନେଶ୍ୱର ଉତର ବିଧାନସଭା ନିର୍ବାଚନମଣ୍ଡଳୀର ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଥିବା ବେଳେ ଯୁଗ