ବିଧାୟକ ବ୍ରଜକିଶୋର ପ୍ରଧାନଙ୍କୁ ବମ୍‌ ଲଗାଇ ଉଡ଼ାଇ ଦେବାକୁ ଯୋଜନା

Sep 1, 2023 - 05:53
 11
ବିଧାୟକ ବ୍ରଜକିଶୋର ପ୍ରଧାନଙ୍କୁ ବମ୍‌ ଲଗାଇ ଉଡ଼ାଇ ଦେବାକୁ ଯୋଜନା
ତାଳଚେର: ତାଳଚେର ବ୍ଲକ ଅନ୍ତର୍ଗତ ନନ୍ଦିରା ଛକସ୍ଥିତ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ କାର୍ଯ୍ୟାଳୟ ଗେଟ୍‌ ନିକଟରେ ଏକ ବମ୍‌ ପଡ଼ିଥିବା ଦେଖିବାକୁ ମିଲିଥିଲା। ଖବର ପାଇ ବିକ୍ରମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ କରିବା ସହିତ ଉକ୍ତ ରାସ୍ତାର ଉଭୟ ପାଶର୍‌ବକୁ ସିଲ୍‌ କରି ଦେଇଛି। ବମ୍‌ ସ୍କ୍ବାଡ୍‌ ଆସିବା ପରେ ବମ୍‌ ସମ୍ପର୍କରେ ସୂଚନା ମିଳିବ ବୋଲି କୁହାଯାଉଛି।