ଭକ୍ତଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ତିନି ସେବାୟତ ଗିରଫ

Sep 16, 2018 - 18:06
 214
ଭକ୍ତଙ୍କୁ ଦୁର୍ବ୍ୟବହାର ଅଭିଯୋଗ : ତିନି ସେବାୟତ ଗିରଫ
ପୁରୀ,୧୬/୯ (ସକାଳଖବର): ଭକ୍ତଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ତିନି ଜଣ ସେବାୟତଙ୍କୁ ପୋଲିସ ଗିରଫ କରିଛି । ସୂଚନା ଅନୁଯାୟୀ, କାକଟପୁର ମଙ୍ଗଳା ମନ୍ଦିରରେ ଭକ୍ତଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ତିନି ଜଣ ସେବାୟତଙ୍କୁ ପୋଲିସ ଗିରଫ କରିଛି । ଏନେଇ ଶ୍ରଦ୍ଧାଳୁଙ୍କ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତି କରି ପୋଲିସ ଏ ସଂକ୍ରାନ୍ତରେ ଏକ ମାମଲା ରୁଜୁ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଥିଲା ।