ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଦିଲ୍ଲୀ ଗସ୍ତ

Sep 11, 2018 - 17:44
 233
ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୧୧/୯ (ସକାଳଖବର): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନରେ ତିନିଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି । ଆସନ୍ତାକାଲି ସେଠାରେ ଅନୁଷ୍ଠିତ ମେକ୍ ଇନ୍ ଓଡ଼ିଶା ରୋଡ଼ସୋରେ ଯୋଗଦେବେ । ଏବଂ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା କରିବା ପାଇଁ ଆଗ୍ରହୀ ଥିବା ପୁଞ୍ଜିନିବେଶକାରୀଙ୍କ ସହିତ ଆଲୋଚନା କରିବେ । ଗୁରୁବାର ଦିନ ଅପରାହ୍ନରେ ଫେରିବାର କାର୍ଯ୍ୟକ୍ରମ ରହିଛି ।