ରାଜ୍ୟପାଳଙ୍କୁ ଭେଟିଲେ ରାଜ୍ୟ ନିର୍ବାଚନ କମିଶନର୍‌, ଆସନ୍ତାକାଲି ହୋଇପାରେ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା

Jan 10, 2022 - 14:19
 61
ରାଜ୍ୟପାଳଙ୍କୁ ଭେଟିଲେ ରାଜ୍ୟ ନିର୍ବାଚନ କମିଶନର୍‌, ଆସନ୍ତାକାଲି ହୋଇପାରେ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା
ଭୁବନେଶ୍ୱର, ୧୦/୦୧:ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭେଟିଲେ ରାଜ୍ୟ ନିର୍ବାଚନ କମିଶନର୍‌ । ଆଗକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ କମିଶନର୍‌ ରାଜ୍ୟପାଳଙ୍କୁ ଭେଟି ନିର୍ବାଚନ ସଂପର୍କିତ ପ୍ରସ୍ତୁତି ଉପରେ ଅବଗତ କରାଇଛନ୍ତି । ତେବେ ଆସନ୍ତାକାଲି ନିର୍ବାଚନ ଆୟୋଗ ପଞ୍ଚାୟତ ନିର୍ବାଚନ ନେଇ ତାରଖ ଘୋଷଣା କରିପାରେ । ଆଜି ସର୍ବଦଳୀୟ ବୈଠକ ପରେ ରାଜ୍ୟପାଳ ଓ ପୋଲିସ ଡିଜିଙ୍କୁ ଭେଟିଛନ୍ତି ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢ଼ୀ ।