ରାଜ୍ୟରେ ୧୦୦ ଅତିକ୍ରମ କଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା

Jan 10, 2022 - 09:20
 87
ରାଜ୍ୟରେ ୧୦୦ ଅତିକ୍ରମ କଲା ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୨୮ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍‌)। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି।