ରାମ୍ପୁଡି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ, ଜଣେ ମୃତ

Jan 24, 2022 - 10:23
 48
ରାମ୍ପୁଡି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ, ଜଣେ ମୃତ
ପୁରୁଷୋତ୍ତମପୁର ୨୪/୦୧: ଗଞ୍ଜାମ ଜିଲ୍ଲା ପୋଲସରା ଥାନା ରାମ୍ପୁଡି ଗାଁରେ ଗୁଳିମାଡ଼ ହୋଇଛି । ଗୁଳିମାଡରେ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୁଳିମାଡ ହୋଇଥିବା ଜଣାପଡିଛି । ମୃତକ ହେଉଛନ୍ତି କାର୍ତ୍ତିକ ଶବର । ତେବେ ଅଭିଯୁକ୍ତକୁ ଧରିବା ପାଇଁ ପୋଲସରା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।