ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

Jan 6, 2022 - 09:14
 76
ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୁରକ୍ଷା ବ୍ୟବସ୍ଥାରେ ହୋଇଥିବା ତ୍ରୁଟିକୁ ନେଇ ଚିନ୍ତା ବ୍ୟକ୍ତ କଲେ ରାଷ୍ଟ୍ରପତି । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି ।