ଶାରଦା ମାଇନ୍ସରେ ଇଡିର ଚଢାଉ, ଏକାସାଙ୍ଗେ ୩ଟି ସ୍ଥାନରେ ଖୋଳତାଡ଼

Aug 22, 2022 - 05:57
 54
ଶାରଦା ମାଇନ୍ସରେ ଇଡିର ଚଢାଉ, ଏକାସାଙ୍ଗେ ୩ଟି ସ୍ଥାନରେ ଖୋଳତାଡ଼
ବଡ଼ବିଲ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍କାନରରେ ଶାରଦା ମାଇନ୍ସ । କେନ୍ଦୁଝର ଜିଲ୍ଲା ବଡ଼ବିଲ ଶାରଦା ମାଇନ୍ସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢାଉ । ବେଆଇନ୍‌ ଖଣି କାରବାର ନେଇ ଚଢାଉ ହୋଇଥିବା ସୂଚନା । ଖବର ଅନୁଯାୟୀ, ଶାରଦା ମାଇନ୍ସ ନାଁ ବେଆଇନ୍‌ ଖଣିଜ କାରବାର ନେଇ ପୂର୍ବରୁ ଅଭିଯୋଗ ରହିଥିଲା । ଏନେଇ ସୋମବାର ବଡ଼ବଲିରେ ଥିବା ଖଣି କାର୍ଯ୍ୟାଳୟ ସହିତ ସୟାବାଲି ସ୍ଥିତ କଲୋନୀରେ ଚଢାଉ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏକାସାଙ୍ଗେ ୩ଟି ସ୍ଥାନରେ ଇଡି ଚଢାଉ କରୁଥିବା ସୂଚନା ।