ସାଂସଦ ବୈଜୟନ୍ତଙ୍କ ମିଥ୍ୟା ସତ୍ୟପାଠ ପ୍ରସଙ୍ଗ

Jun 21, 2018 - 18:04
 215
ସାଂସଦ ବୈଜୟନ୍ତଙ୍କ ମିଥ୍ୟା ସତ୍ୟପାଠ ପ୍ରସଙ୍ଗ
କଟକ,୨୧ା୬(ସକାଳଖବର): ନିମ୍ନ ଅଦାଲତଙ୍କ ନିଦେ୍ର୍ଧଶକ୍ରମେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ବିରୋଧରେ ରୁଜୁ ମାମଲାରେ ଜବାବ ଦାଖଲ ପାଇଁ ପ୍ରତିପକ୍ଷ ମହଲତ ଲୋଡିବାରୁ ହାଇକୋର୍ଟ ଜଷ୍ଟିସ ଏସ କେ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ଶୁଣାଣି କରି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୩ ତାରିଖକୁ ଧାର୍ଯ୍ୟ କରିଛନ୍ତି ।