ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା

Dec 16, 2021 - 05:46
 118
ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା
ଅନୁଗୋଳ: ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟା । ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତ ଯୁବକ ଗୋତମରା ଗାଁ ଚିକୁନ ବିଶ୍ୱାଳ । ସେ ବୁଧବାର ସାନିଟାଇଜର ପିଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ହୋଇଯାଇଥିଲା । ହେଲେ ଗୁରୁବାର)ଭୋର୍ ସମୟରେ ଚିକୁନ ହସ୍ପିଟାଲର ପାଞ୍ଚ ମହଲା ଛାତରୁ ତଳକୁ ଡେଇଁ ଆତ୍ମହତ୍ୟା କରିଛନ୍ତି । ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଆତ୍ମହତ୍ୟାଯୁବକ ଜଣକ ଡେଇଁବା ପରେ ସୁରକ୍ଷାକର୍ମୀ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନେଇଥିଲେ । ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।